ଗୋପାଳପୁର ଗଣଦୁଷ୍କର୍ମ ମାମଲାର ଚାର୍ଜସିଟ୍ ଦାଖଲ : ୪୪ ଦିନରେ ୫୭୪ ପୃଷ୍ଠାର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର ନିକଟ ଗୋପାଳପୁର ବେଳାଭୂମିରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ସାରା ରାଜ୍ୟରେ ହଇଚଇ ଖେଳାଇ ଦେଇଥିଲା । ଜୁନ ୧୫ ତାରିଖ ସନ୍ଧ୍ୟା ସମୟରେ ଘଟିଥିଲା ଏହି ଅଘଟଣ ।

Gopalpur Case

Gopalpur Case Photograph: (KanakNews)

କନକ ବ୍ୟୁରୋ : ବହୁଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମ ମାମଲାର ଚାର୍ଜସିଟ୍‌ ଦାଖଲ। ବ୍ରହ୍ମପୁର ଏସଡିଜେଏମ କୋର୍ଟରେ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚି ଚାର୍ଜସିଟ୍ ଦାଖଲ କରିଛି । କୋର୍ଟରେ ୫୭୪ ପୃଷ୍ଠା ସମ୍ୱଳିତ ଚାର୍ଜସିଟ ଦାଖଲ କରାଯାଇଛି । ବ୍ରହ୍ମପୁର ନିକଟ ଗୋପାଳପୁର ବେଳାଭୂମିରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ସାରା ରାଜ୍ୟରେ ହଇଚଇ ଖେଳାଇ ଦେଇଥିଲା । ଜୁନ ୧୫ ତାରିଖ ସନ୍ଧ୍ୟା ସମୟରେ ଘଟିଥିଲା ଏହି ଅଘଟଣ । ପୁରୁଷ ବନ୍ଧୁଙ୍କ ସହ ଛାତ୍ରୀ ଜଣକ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଯାଇଥିବା ବେଳେ ୧୦ ଜଣ ଯୁବକ ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ଘଟଣାର ୪୪ ଦିନ ପରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍ ଦାଖଲ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe