କନକବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଏହା ଅବପାତରେ ପରିଣତ ହୋଇପାରେ।
୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପ୍ରଭାବରେ ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/M6wdYmcvLK9r83hNqDbY.jpg)