ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ

Advertisment

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି

weather update

କନକବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଏହା ଅବପାତରେ ପରିଣତ ହୋଇପାରେ। 

୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପ୍ରଭାବରେ ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe