କନକ ବ୍ୟୁରୋ : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପର ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ଏହା ପ୍ରଭାବରେ ଆଗାମୀ ୨୨ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଲଘୁଚାପ ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ।
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପର ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)