ଆରବ ସାଗରରେ ବାତ୍ୟା ସମ୍ଭାବନା: ଆଗାମୀ ୧୨ ଘଣ୍ଟାରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା

Advertisment

ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

55

Photograph: (kanAK NEWS)

କନକ ବ୍ୟୁରୋ: ସମୁଦ୍ର ମଝିରେ ଦାନା ବାନ୍ଧୁଛି ବାତ୍ୟା। ଆରବ ସାଗରରେ ବାତ୍ୟା ଆଶଙ୍କା। ଉତ୍ତର-ପୂର୍ବ ଆରବ ସାଗରରେ ଗଭୀର ଅବପାତ ସକ୍ରିୟ ଥିବା ବେଳେ, ଏହା ଆଗାମୀ ୧୨ ଘଣ୍ଟାରେ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ। ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହି ଭୀଷଣ ବାତ୍ୟା ଆସନ୍ତାକାଲି ସୁଦ୍ଧା ଓମାନ୍ କିମ୍ୱା ୟେମେନ୍ ମୁହାଁ ହେବ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe