କନକ ବ୍ୟୁରୋ : ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡକୁ ମାଡିଆସୁଛି ଦାନା । ସମୁଦ୍ରରେ ବଳ ଗୋଟାଇ ଉପକୂଳ ଆଡକୁ ମାଡିଆସୁଛି । ଆଜି ରାତିରେ ସ୍ଥଳଭାଗ ଛୁଇଁ ରଚିବ ତାଣ୍ଡବ ଲୀଳା ।
ପାରାଦୀପଠାରୁ ୨୮୦ ଓ ଧାମରାଠାରୁ ୩୧୦କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ମାଡି ଆସୁଛି । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା’ । ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/10/24/1dhRbyWIAneAOOs4Aq5i.jpg)