ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡକୁ ମାଡିଆସୁଛି ଦାନା ।

errr

କନକ ବ୍ୟୁରୋ : ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡକୁ ମାଡିଆସୁଛି ଦାନା । ସମୁଦ୍ରରେ ବଳ ଗୋଟାଇ ଉପକୂଳ ଆଡକୁ ମାଡିଆସୁଛି । ଆଜି ରାତିରେ ସ୍ଥଳଭାଗ ଛୁଇଁ ରଚିବ ତାଣ୍ଡବ ଲୀଳା । 

ପାରାଦୀପଠାରୁ ୨୮୦ ଓ ଧାମରାଠାରୁ ୩୧୦କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ମାଡି ଆସୁଛି । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା’ । ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe