କନକ ବ୍ୟୁରୋ: ଦାଦାବଟି ପାଇଁ ଦରଜୀ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ । ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ସମ୍ମୁଖରେ ଅଘଟଣ । ଗୁରୁତର ଆହତ ହେଉଛନ୍ତି ପ୍ରତାପ ମହାପାତ୍ର । ଦୋକାନରେ ବସିଥିବା ସମୟରେ ୨ ଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ପ୍ରତାପଙ୍କ ହାତରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ନେଇ ଅଭିଯୋଗ ପରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us