ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମିଳିଲା ଜାମିନ ,ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ

Advertisment

କେଜ୍ରିୱାଲଙ୍କୁ ମିଳିଲା ଜାମିନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲରେ ଅଛନ୍ତି କେଜ୍ରିୱାଲ ।

କେଜ୍ରିୱାଲଙ୍କୁ ମିଳିଲା ଜାମିନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲରେ ଅଛନ୍ତି କେଜ୍ରିୱାଲ ।

kejriwal

କନକବ୍ୟୁରୋ : କେଜ୍ରିୱାଲଙ୍କୁ ମିଳିଲା ଜାମିନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ପ୍ରଦାନ କଲେ ସର୍ବୋଚ୍ଚ ନ୍ୟାୟାଳୟ । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲରେ ଅଛନ୍ତି କେଜ୍ରିୱାଲ । 

ସୁପ୍ରିମକୋର୍ଟରେ କେଜ୍ରିଓ୍ୱାଲଙ୍କ ଜାମିନ୍ ନେଇ ଶୁଣାଣି ଚାଲିଥିଲା । ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe