ଦିଲ୍ଲୀ ନିର୍ବାଚନ ପାଇଁ ବାଜିବ ବିଗୁଲ । ଦିନ ୨ଟା ବେଳେ ନିର୍ବାଚନ କମିଶନଙ୍କ ପ୍ରେସମିଟ୍ ବାଜିବ ଦିଲ୍ଲୀ ନିର୍ବାଚନ ବିଗୁଲ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିବ ବିଗୁଲ । ଅପରାହ୍ଣ ୨ଟାରେ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ୍ । ସାମ୍ବାଦିକ ସମ୍ମିଳନୀ ଜରିଆରେ ନିର୍ବାଚନ ତାରିଖ ଘୋଷଣା କରିବେ ।

delhi 1d

delhi 1d Photograph: (KanakNews )

କନକ ବ୍ୟୁରୋ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିବ ବିଗୁଲ । ଅପରାହ୍ଣ ୨ଟାରେ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ୍ । ସାମ୍ବାଦିକ ସମ୍ମିଳନୀ ଜରିଆରେ ନିର୍ବାଚନ ତାରିଖ ଘୋଷଣା କରିବେ । ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ହେବ ତାରିଖ ଘୋଷଣା । ଆସନ୍ତା ଫେବ୍ରୁଆରୀ ମାସରେ ନିର୍ବାଚନ ହେବାର ସମ୍ଭାବନା ରହିଛି । ଏଥର ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ଭିତରେ ତ୍ରିକୋଣୀୟ ଲଢେଇ ଦେଖିବାକୁ ମିଳିପାରେ । ଏହା ପୂର୍ବରୁ ସୋମବାର ଚୂଡାନ୍ତ ଭୋଟର ତାଲିକା ଦେଇଥିଲେ ନିର୍ବାଚନ କମିଶନ୍ । ଏଥର ଦିଲ୍ଲୀରେ ମୋଟ୍ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ରହିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe