ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କହିଲେ, ଦୋଷୀକୁ ନିହାତି ଦଣ୍ଡ ମିଳିବ ।

Advertisment

ଭରତପୁର ଥାନାରେ ନିର୍ଯାତନାର ଶିକାର ହୋଇଥିବା ମେଜରଙ୍କ ବାନ୍ଧବୀଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ପୀଡିତାଙ୍କୁ ଭେଟି ପୁରା ଘଟଣା ବିଷୟରେ ଶୁଣିଛନ୍ତି।

ଭରତପୁର ଥାନାରେ ନିର୍ଯାତନାର ଶିକାର ହୋଇଥିବା ମେଜରଙ୍କ ବାନ୍ଧବୀଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ପୀଡିତାଙ୍କୁ ଭେଟି ପୁରା ଘଟଣା ବିଷୟରେ ଶୁଣିଛନ୍ତି।

pravati parida

କନକ ବ୍ୟୁରୋ: ଭରତପୁର ଥାନାରେ ନିର୍ଯାତନାର ଶିକାର ହୋଇଥିବା ମେଜରଙ୍କ ବାନ୍ଧବୀଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ପୀଡିତାଙ୍କୁ ଭେଟି ପୁରା ଘଟଣା ବିଷୟରେ ଶୁଣିଛନ୍ତି। ମାମଲା ଏବେ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ଡିଜିପି ୫ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସେ ପୀଡିତାଙ୍କୁ ଭେଟିବାକୁ ଆସିଥିବା କହିଛନ୍ତି ପ୍ରଭାତୀ। ସରକାର ମହିଳାଙ୍କ ପ୍ରତି ହେଉଥିବା ଅପରାଧ ପ୍ରତି ଜିରୋ ଟଲେରାନ୍ସ ନୀତି ଘୋଷଣା କରିଛନ୍ତି। ତେଣୁ ଦୋଷୀ ଯେ କେହି ବି ହେଉ ଦଣ୍ଡ ନିହାତି ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe