ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ; ବଡ଼ଠାକୁରଙ୍କ ପାଖରେ ହେବ ଗୁପ୍ତ ନୀତି
ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଗୁପ୍ତନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ।
/kanak/media/media_files/2025/09/11/hqdefault-2025-09-11-07-22-47.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)