କେନ୍ଦ୍ରକୁ ଧର୍ମେନ୍ଦ୍ରଙ୍କ ଚିଠି : ‘SEBCକୁ ଓବିସିରେ ସାମିଲ କର’

Advertisment

ଓଡ଼ିଶାର ୧୦୮ଟି ‘SEBCକୁ ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରିବାକୁ ଚିଠି। କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡାକ୍ତର ବୀରେନ୍ଦ୍ର କୁମାରଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ୧୦୮ଟି ‘SEBCକୁ ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରିବାକୁ ଚିଠି। କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡାକ୍ତର ବୀରେନ୍ଦ୍ର କୁମାରଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ

DHARMENDRA PRADHAN

Photograph: (KANAKNEWS)

କନକବ୍ୟୁରୋ :ଓଡ଼ିଶାର ୧୦୮ଟି ‘SEBCକୁ ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରିବାକୁ ଚିଠି। କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡାକ୍ତର ବୀରେନ୍ଦ୍ର କୁମାରଙ୍କୁ ଚିଠି ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ ।  ଏହି ସମ୍ପ୍ରଦାୟଗୁଡ଼ିକ ଓଡ଼ିଶା ସରକାରଙ୍କ ଦ୍ୱାରା ରାଜ୍ୟ ‘SEBC ତାଲିକାରେ ମାନ୍ୟତା ପାଇଥିଲେ ମଧ୍ୟ କେନ୍ଦ୍ରୀୟ ତାଲିକାରେ ସ୍ଥାନ ପାଇନାହାଁନ୍ତି

ଆଜି ମହାନଦୀ ବିବାଦ ନେଇ ଉଚ୍ଚ ସ୍ତରୀୟ କମିଟି ବୈଠକ,  ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

କେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁବିଧା ପାଇବାରୁ ସେମାନେ ବଞ୍ଚିତ ହେଉଛନ୍ତି। କେନ୍ଦ୍ରୀୟ ତାଲିକାରେ ଏହି ସମ୍ପ୍ରଦାୟର ଜାତି/ଉପଜାତି/ବର୍ଗର ଲୋକମାନଙ୍କୁ ଅନ୍ତର୍ଭୁକ୍ତ କରାଗଲେ ସେମାନଙ୍କର ଆର୍ଥିକ ଓ ଶିକ୍ଷାଗତ ଅଭିବୃଦ୍ଧିରେ ସହାୟକ ହେବ। ଗତକାଲି ଏ ସଂକ୍ରାନ୍ତରେ ମଧ୍ୟ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। 


 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe