ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜାପାଇଁ ଚଳଚଂଚଳ ଢେଙ୍କାନାଳ:ବିଭିନ୍ନ ମଣ୍ଡପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

Advertisment

ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜାପାଇଁ ଚଳଚଂଚଳ ଢେଙ୍କାନାଳ। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜା ବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି। ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଧୁମ୍‌ଧାମ୍‌ରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି।

gajalaxmi

କନକବ୍ୟୁରୋ: ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜାପାଇଁ ଚଳଚଂଚଳ ଢେଙ୍କାନାଳ । ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜା ବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି । ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଧୁମ୍‌ଧାମ୍‌ରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । ଢେଙ୍କାନାଳର ବିଭିନ୍ନ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଥିବା ବେଳେ ତୋରଣ କାମ ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଉଭୟ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ପାଇଁ ସ୍ୱତନ୍ତ୍ର ଓ ଭବ୍ୟ ଆୟୋଜନ ହୋଇଛି । ମୀନାବଜାର, ଗଣେଶ ବଜାର, ଲକ୍ଷ୍ମୀ ବଜାର, କୈବଲ୍ୟ ବଜାର, ଗୁଡ଼ିଆ ନାଳୀ ଆଦି ବଜାରର ଚାନ୍ଦି ମେଢ କରାଯାଇଛି । ଆଜିଠାରୁ ୧୧ଦିନ ବ୍ୟାପି ଚାଲିବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରାଯାଉଛି  । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe