କନକ ବ୍ୟୁରୋ: ରାଜଧାନୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ମିଳିଲା ନ୍ୟାୟ । ଦୁଷ୍କର୍ମକାରୀ ରମେଶ ଜେନାକୁ ୧୦ ବର୍ଷ ଜେଲ୍ ଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା । ଜୋରିମାନା ଅନାଦେୟ ଆଉ ବର୍ଷେ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ରାୟ ଶୁଣାଇଛନ୍ତି ଭୁବନେଶ୍ବର ଏଡିଜେ-୪ କୋର୍ଟ । ୨୦୨୨ ମେ ୮ ତାରିଖରେ ଦୁଷ୍କର୍ମ ଘଟିଥିବା ବେଳେ ୬୫ ବିରେ ପ୍ରମାଣ ଦାଖଲ ହୋଇଥିଲା । ଏହି ମାମଲାର ଶୁଣାଣି କରି ରାୟ ଦଣ୍ଡ ଶୁଣାଇଛନ୍ତି କୋର୍ଟ ।
ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ମିଳିଲା ନ୍ୟାୟ: ଦୁଷ୍କର୍ମକାରୀ ରମେଶ ଜେନାକୁ ୧୦ ବର୍ଷ ଜେଲ୍ ଦଣ୍ଡ ଶୁଣାଇଲେ ଭୁବନେଶ୍ୱର ଏଡିଜେ-୪ କୋର୍ଟ
ରାଜଧାନୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ମିଳିଲା ନ୍ୟାୟ । ଦୁଷ୍କର୍ମକାରୀ ରମେଶ ଜେନାକୁ ୧୦ ବର୍ଷ ଜେଲ୍ ଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା । ଜୋରିମାନା ଅନାଦେୟ ଆଉ ବର୍ଷେ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ ।
/kanak/media/media_files/ssb0QU9TtAonZH6fJiw9.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)