ଗଣ୍ଡା ଗଣ୍ଡା ବାବୁଙ୍କ ବିରୋଧରେ ହେବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ଖଣି ମନ୍ତ୍ରୀଙ୍କ ସୂଚନା, ୩୨ ଅଧିକାରୀଙ୍କ ବିରୋଧରେ ବିଚାରଧୀନ ରହିଛି କାର୍ଯ୍ୟାନୁଷ୍ଠାନ

Advertisment

ବାବୁ ମାନଙ୍କ ବିରୁଦ୍ଧରେ ହୋଇପାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ଖଣି ବିଭାଗର ୩୨ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି

ବାବୁ ମାନଙ୍କ ବିରୁଦ୍ଧରେ ହୋଇପାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ଖଣି ବିଭାଗର ୩୨ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି

odisha

କନକବ୍ୟୁରୋ: ବାବୁ ମାନଙ୍କ ବିରୁଦ୍ଧରେ ହୋଇପାରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ। ଖଣି ବିଭାଗର ୩୨ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଛି। ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ଅଣତାରକା ପ୍ରଶ୍ନର ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୁତି ଜେନା। 

ସେହିପରି ଜଳ ସମ୍ପଦ ବିଭାଗରେ ୧୭୨ ଯନ୍ତ୍ରୀ ଓ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ପାଇଁ ବିଭାଗ ପାଖରେ ବିଚାରାଧୀନ ଥିବା ଗୃହରେ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବିଭିନ୍ନ କାରଣ ଓ ଅଭିଯୋଗକୁ ନେଇ ବାବୁ ମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ପାଇଁ ବିଚାରାଧୀନ ରହିଥିବା ମୋହନ ମାଝୀ ଉତ୍ତର ରଖିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe