କନକ ବ୍ୟୁରୋ : ବଦଳିଲେ ଓଡ଼ିଶାର ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି । ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କାମ୍ଭମପତି । ପୂର୍ବରୁ ସେ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ । ୨୦୧୪ରୁ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ ।
ବଦଳିଲେ ରାଜ୍ୟପାଳ; ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କାମ୍ଭମପତି
ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କାମ୍ଭମପତି । ପୂର୍ବରୁ ସେ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ । ୨୦୧୪ରୁ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ ।
/kanak/media/media_files/2024/12/24/ObpLDKHgigvwFkurTehJ.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)