୧୫ ସୁଦ୍ଧା ସରିବ ଇ-କେୱାଇସି । ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ଯିବେ ସରକାରୀ ଅଧିକାରୀ

Advertisment

ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି ।

ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି ।

Krushna

Krushna Photograph: (kanaknews)

କନକ ବ୍ୟୁରୋ : ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି । ଅନ୍ୟପଟେ ଯେଉଁମାନେ ବାହାର ରାଜ୍ୟରେ ରହୁଛନ୍ତି ସେମାନଙ୍କ ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ସରକାରୀ ଅଧିକାରୀ ଯିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ନିକଟରେ ଗୋଆରେ ଥିବା କିଛି ଲୋକଙ୍କ ଇ-କେୱାଇସି କରାଯାଇଥିବା ସୂଚନା ଦିଆଯାଇଛି । 

ମନ୍ତ୍ରୀ ତଥ୍ୟ ଦେଇ କହିଛନ୍ତି, ସମସ୍ତଙ୍କର ଇ-କେୱାଇସି କରିବେ ସରକାର । ବର୍ତ୍ତମାନ ସୁଦ୍ଧା ୫୦ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ବର୍ତ୍ତମାନ ସୁଦ୍ଧା ୮୫ପ୍ରତିଶତ ଇ-କେୱାଇସି ସରିଲାଣି, ବାକି ଆସନ୍ତା ୧୫ତାରିଖ ସୁଦ୍ଧା ସରିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe