କନକ ବ୍ୟୁରୋ : ଓଡ଼ିଶାରେ ଭୂକମ୍ପ ଝଟକା । ସକାଳ ୬ଟା ୧୦ରେ ଅନୁଭୁତ ହୋଛି ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍ । ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର । ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୁତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି । ପୁରୀଠାରୁ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ୨୮୬ କିଲୋମିଟର, ବ୍ରହ୍ମପୁରରୁ ଦୂରତା ରହଛି ୩୯୪ କିଲୋମିଟର । ସେହିପରି ଭୁବନେଶ୍ବରରୁ ଦୂରତା ରହିଛି ୨୯୭ କିଲୋମିଟର ।
ଓଡ଼ିଶାରେ ଭୂମିକମ୍ପ ଝଟକା । ରିକ୍ଟର ସ୍କେଲରେ ତିବ୍ରତା ୫.୧
ଓଡ଼ିଶାରେ ଭୂକମ୍ପ ଝଟକା । ସକାଳ ୬ଟା ୧୦ରେ ଅନୁଭୁତ ହୋଛି ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍ । ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର ।
/kanak/media/media_files/2025/02/25/bzOL1v3HtQXr7CCexNM2.webp)