ବଢୁଛି ହାତୀ ମୃତ୍ୟୁ । ରେଢ଼ାଖୋଲ ବନାଞ୍ଚଳରେ ୩ ହାତୀ ମୃତ ,ତଦନ୍ତ ଆରମ୍ଭ

ରେଢ଼ାଖୋଲ ବନାଞ୍ଚଳରେ ୩ ହାତୀ ମୃତ। ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ । ଆଜି ସକାଳୁ ନାକଟିଦେଉଳ ରେଞ୍ଜ ବୁରାମାଲ ଜଙ୍ଗଲରେ ୩ଟି ହାତୀ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଦୁଇଟି ବଡ଼ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଛି ।

hati

କନକବ୍ୟୁରୋ : ରେଢ଼ାଖୋଲ ବନାଞ୍ଚଳରେ ୩ ହାତୀ ମୃତ। ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ। ଆଜି ସକାଳୁ ନାକଟିଦେଉଳ ରେଞ୍ଜ ବୁରାମାଲ ଜଙ୍ଗଲରେ ୩ଟି ହାତୀ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା ।  ଦୁଇଟି ବଡ଼ ହାତୀ ସହ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଛି  ।

ଘଟଣା ସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଦ୍ୟୁତ ତାର ଲାଗି ହାତୀ ମୃତ୍ୟୁ ଘଟିଥିବା ସୂଚନା ମିଳିଛି  । ତେବେ ହାତୀ ମୃତ୍ୟୁ ପଛରେ ଦାୟୀ କିଏ, ସେନେଇ ପୁଙ୍ଖାବୁପୁଙ୍ଖ ତଦନ୍ତ କରାଯିବ ବୋଲି ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି ।    

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe