କନକ ବ୍ୟୁରୋ:  ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ।

Advertisment

ଅଧିକ ପଢନ୍ତୁ : CHSEର ପ୍ରେସ୍‌ମିଟ୍‌ । ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି । ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା । 

ଷ୍ଟୋରୀ ଅପଡେଟ୍‌ ହେଉଛି..