କନକବ୍ୟୁରୋ : ଦିନକ ପରେ ଭୁବନେଶ୍ବରରେ ଡିଜି ସମ୍ମିଳନୀ। ପ୍ରଥମଥର ଏଭଳି ସମ୍ମିଳନୀର ଆୟୋଜନ କରିବାକୁ ଯାଉଛି ଓଡ଼ିଶା। ଆଉ ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି।
ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ବଡ଼ କଥା ହେଉଛି, ତିନିଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ତିନି ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ ପ୍ରଧାନମନ୍ତ୍ରୀ । ମୋଦୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ସମ୍ମିଳନୀରେ ଯୋଗ ଦେବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/11/27/zKGQW9gHSU22TVzHiPGL.jpg)