ଡିଜି ସମ୍ମିଳନୀ ପାଇଁ ରାଜଧାନୀରେ ବ୍ୟାପକ ପ୍ରସ୍ତୁତି : ଯୋଗଦେବେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ

Advertisment

ଦିନକ ପରେ ଭୁବନେଶ୍ବରରେ ଡିଜି ସମ୍ମିଳନୀ। ପ୍ରଥମଥର ଏଭଳି ସମ୍ମିଳନୀର ଆୟୋଜନ କରିବାକୁ ଯାଉଛି ଓଡ଼ିଶା । ଆଉ ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି। ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ। ବଡ଼ କଥା ହେଉଛି, ତିନିଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

9-

କନକବ୍ୟୁରୋ : ଦିନକ ପରେ ଭୁବନେଶ୍ବରରେ ଡିଜି ସମ୍ମିଳନୀ। ପ୍ରଥମଥର ଏଭଳି ସମ୍ମିଳନୀର ଆୟୋଜନ କରିବାକୁ ଯାଉଛି ଓଡ଼ିଶା। ଆଉ ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି।

ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ବଡ଼ କଥା ହେଉଛି, ତିନିଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।   

ତିନି ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ ପ୍ରଧାନମନ୍ତ୍ରୀ । ମୋଦୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ସମ୍ମିଳନୀରେ ଯୋଗ ଦେବେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe