କୋଣାର୍କରେ ବୈଦେଶିକ ମନ୍ତ୍ରୀ । ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଲେ ଏସ୍‌. ଜୟଶଙ୍କର ।

Advertisment

ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପରେ ଯିବେ ପୁରୀ । କାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ହେବେ ସାମିଲ ।

ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପରେ ଯିବେ ପୁରୀ । କାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ହେବେ ସାମିଲ ।

କୋଣାର୍କରେ ଜୟଶଙ୍କର

Photograph: (kanaknews)

କନକ ବ୍ୟୁରୋ: କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି ବୈଦେଶିକ ମନ୍ତ୍ରୀ । ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । 

କୋଣାର୍କର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୃତୟନ ହୋଇଛନ୍ତି । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋଣାର୍କ ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ୍‌. ଜୟଶଙ୍କର । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ପ୍ରବାସୀ ଭାରତୀୟ ଦିବସରେ ସେ ସାମିଲ ହେବେ । 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe