କନକ ବ୍ୟୁରୋ: ସାର ପାଇଁ ରାସ୍ତା ଅବରୋଧ । ମାଲକାନଗିରି ଜିଲ୍ଲା ମାଥିଲିରେ ଚାଷୀ ମାନେ ରାସ୍ତାରୋକ କରିଛନ୍ତି । ସାର ନମିଳିବାରୁ ଲ୍ୟାମ୍ପସ ସମ୍ମୁଖ ମୁଖ୍ୟରାସ୍ତା ଅବରୋଧ କରିଛନ୍ତି ଚାଷୀ ।
ମାଲକାନଗିରି-ଜୟପୁର ମୁଖ୍ୟ ରାଜପଥରେ ଯାନବାହାନ ଚଳାଚଳ ଠପ ରହିଛି । ସାର ନମିଳିବାରୁ ଚାଷୀ ଅସନ୍ତୋଷ ଦେଖାଦେଇଛି । ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/08/23/strike-2025-08-23-12-29-13.jpg)