କନକ ବ୍ୟୁରୋ: ଆସନ୍ତାକାଲି ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ ।
ସିଏମ କିଷାନ୍ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଦେବେ ସରକାର । ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ମିଳୁଛି ୬ ହଜାର ଟଙ୍କା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/29/54kyX03G6MIlMUwJJ298.jpg)