ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍‌ କିଷାନ ଟଙ୍କା,  ୫୦ ଲକ୍ଷ ଚାଷୀଙ୍କୁ ମିଳିବ ଟଙ୍କା

Advertisment

ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ

ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ

ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା

ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା Photograph: (kanakNews)

କନକ ବ୍ୟୁରୋ: ଆସନ୍ତାକାଲି ଅକ୍ଷୟ ତୃତୀୟାରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ ।  

ସିଏମ କିଷାନ୍‌ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଦେବେ ସରକାର । ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ମିଳୁଛି ୬ ହଜାର ଟଙ୍କା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe