ଯାଜପୁର ଧର୍ମଶାଳାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଟ୍ରକକୁ ପଛପଟୁ ପିଟିଲା ୧୦୮ ଆମ୍ବୁଲାନ୍ସ । ଜଣେ ମୃତ ୨ ଗୁରୁତର

Advertisment

ଯାଜପୁର ଜିଲ୍ଳା ଧର୍ମଶାଳା ଥାନା ଷୋହଳ ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋର ସମୟରେ ଟ୍ରକକୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

jajpur

କନକବ୍ୟୁରୋ: ଯାଜପୁର ଜିଲ୍ଳା ଧର୍ମଶାଳା ଥାନା ଷୋହଳ ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭୋର ସମୟରେ ଟ୍ରକକୁ ପିଟିଲା ଆମ୍ଭୁଲାନ୍ସ ।  ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଆନନ୍ଦପୁର ମେଡିକାଲର ଏକ ଆମ୍ବୁଲାନ୍ସ କଟକରେ ରୋଗୀ ଛାଡି ଫେରୁଥିବାବେଳେ ଭୋର ସମୟରେ ରଥିଆ ନିକଟରେ ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଚାଳକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ୟ୍ୟରେ ସହାୟତା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe