କନକ ବ୍ୟୁରୋ: ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ସହ ରାହୁଲ ଗାନ୍ଧୀଙ୍କ ଫଟୋ ପୋଷ୍ଟ ଅଭିଯୋଗରେ ଏତଲା ଦେଇଛି ଛାତ୍ର କଂଗ୍ରେସ । ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ବୟାନ ରଖି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଫଟୋ ସହ ପୋଷ୍ଟ କରିଥିବା ଅଭିଯୋଗ ରହିଛି ବୁଦ୍ଧାଦିତ୍ୟଙ୍କ ନାଁରେ । ଏନେଇ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ କରିଛି ଛାତ୍ର କଂଗ୍ରେସ । ଯଦିଓ ବୁଦ୍ଧାଦିତ୍ୟ ପୋଷ୍ଟ ଡିଲିଟ କରିଛନ୍ତି କିନ୍ତୁ ଆମେ ଚାହୁଁଛୁ ସେ ଯେଉଁଭଳି ଭୁଲ ପୋଷ୍ଟ କରିଥିଲେ ସେଭଳି ସୋସିଆଲ ମିଡିଆରେ କ୍ଷମା ମାଗନ୍ତୁ । ନହେଲେ ଆଗାମୀ ଦିନରେ ତାଙ୍କୁ ବାଟ ଚଳାଇ ଦେବୁନାହିଁ, କାଳୀ ମାଡ କରିବାକୁ ଚେତାବନୀ ଦେଇଛି ଛାତ୍ର କଂଗ୍ରେସ ।
ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଜବାବ ରଖିଲେ ଅଭିନେତା ।
ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇ ସହ ରାହୁଲ ଗାନ୍ଧୀଙ୍କ ଫଟୋ ପୋଷ୍ଟ ଅଭିଯୋଗରେ ଏତଲା ଦେଲା ଛାତ୍ର କଂଗ୍ରେସ । ଜବାବ ରଖିଲେ ବୁଦ୍ଧାଦିତ୍ୟ ।
/kanak/media/media_files/2024/10/18/RaEuHn4s38aDCxnW4McX.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)