କନକ ବ୍ୟୁରୋ : ପୁଣି ଫସିଗଲେ ମନୋଜ ମିଶ୍ର । ବିବାଦ ଛାଡୁନି ପିଛା । ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା । ଏନେଇ କଟକ ସାଇବର ଥାନାରେ ଏତଲା ଦିଆଯାଇଛି । ତେବେ ଏତଲା ଦେଇଛିି ଓଡ଼ିଆ ଫିଲ୍ମ ଆଣ୍ଡ ଡାଇରେକ୍ଟର ଆସୋସିଏସନ । ଏହି ମାମଲାରେ ସଙ୍ଘର ସଭାପତି ସବ୍ୟସାଚୀ ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, ଯେକୌସି ନୂଆ ଫିଲ୍ମ ଆସିଲେ ମନୋଜ ରଖୁଛନ୍ତି ମନ୍ତବ୍ୟ ।
ଫିଲ୍ମ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାଙ୍କୁ କରୁଛନ୍ତି ଆକ୍ଷେପ । ଭାଷା କହିଲାବେଳେ ସଂଜତ ହୋଇ କହିବା ସିଖିନାହାଁନ୍ତି ମନୋଜ । ଯାହା ପାଟିକୁ ଆସିଲା ସେଇଆ କହିଦେଉଛନ୍ତି । ସୋସିଆଲ ମିଡିଆରେ ଏଭଳି ଆକ୍ଷେପ ଯୋଗୁଁ କଷ୍ଟ ଲାଗୁଛି ବୋଲି କହିଛନ୍ତି ସବ୍ୟସାଚୀ ମହାପାତ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2024/11/12/TqyogztK8fuTEg823rYp.jpg)