କନକବ୍ୟୁରୋ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନିଆଁ। ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଟ ସର୍କିଟ ଯୋଗୁଁ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ନବଜାତ ଶିଶୁ ଓ ମା। କୋରାପୁଟ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଥିବା ସମସ୍ତ ନବଜାତ ଶିଶୁ ଏଵଂ ମା ମାନକୁ ଅନ୍ୟ ବିଭାଗ କୁ ସ୍ଥାନାନ୍ତର କରାଯାଇଛି। ସଟ ସର୍କିଟର କାରଣ ଅସ୍ପଷ୍ଟ ରହିଛି
କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ନିଆଁ, ଅଳ୍ପକେ ବର୍ତ୍ତିଲେ ନବଜାତ ଶିଶୁ ଓ ମା ।
Advertisment
Follow Us