ଦେଶକୁ ମିଳିଲା ସ୍ବଦେଶୀ ସୁପର କମ୍ପ୍ୟୁଟର । ତିନୋଟି କମ୍ପୁଟରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ ।

12ୁ

କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ । ଏହି ତିନୋଟି ସୁପର କମ୍ପ୍ୟୁଟର ହେଉଛି ଭାରତରେ ନିର୍ମିତ ପ୍ରଥମ ସୁପର କମ୍ପ୍ୟୁଟର । ଏକ ସରକାରୀ ବିବୃତ୍ତି ଅନୁଯାୟୀ, ଏହି ସୁପର କମ୍ପ୍ୟୁଟରଗୁଡ଼ିକୁ ଟେକ୍ନୋଲୋଜି କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବା ପାଇଁ କେନ୍ଦ୍ରର ପ୍ରୟାସର ଏକ ଅଂଶ ଭାବରେ ବିକଶିତ କରାଯାଇଛି ।  

ଦେଶ ପାଇଁ ଏହି ସୁପର କମ୍ପ୍ୟୁଟରର ଉପଲବ୍ଧି ମାଇଲଷ୍ଟୋନ୍ ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ନାସନାଲ ସୁପର କମ୍ପ୍ୟୁଟିଙ୍ଗ ମିଶନ ଅନ୍ତର୍ଗତ ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ତିଆରି ହୋଇଛି ୩ଟି ସୁପର କମ୍ପ୍ୟୁଟର । ଏଥିପାଇଁ ଖର୍ଚ୍ଚ ହୋଇଛି ୧୩୦ କୋଟି । ଏହାକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ନିୟୋଜିତ କରାଯିବ । ପରିବେଶ ଓ ଜଳବାୟୁ ସହ ବିଜ୍ଞାନ, ସ୍ବାସ୍ଥ୍ୟ ଓ ମହାକାଶ ବିଜ୍ଞାନ କ୍ଷେତ୍ରରେ ଏହି ସୁପର କମ୍ପ୍ୟୁଟର ସହଯୋଗ କରିବ । ଏକାସଙ୍ଗେ ହଜାରେ କମ୍ପ୍ୟୁଟରର କାମ କରିବ ସୁପର କମ୍ପ୍ୟୁଟର ପରମ ରୁଦ୍ର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe