ଦେଶରେ ଚିହ୍ନଟ ହେଲା ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ: ଆକ୍ରାନ୍ତ ଚିହ୍ନଟ ନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ

Advertisment

ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ । ଏନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣେ ଯୁବକ । ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବାପରେ ସମ୍ପୃକ୍ତ ଯୁବକଙ୍କୁ ଆଇସୋଲେସନରେ ରଖାଯାଇଛି ।

ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ । ଏନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣେ ଯୁବକ । ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବାପରେ ସମ୍ପୃକ୍ତ ଯୁବକଙ୍କୁ ଆଇସୋଲେସନରେ ରଖାଯାଇଛି ।

grgr

କନକ ବ୍ୟୁରୋ: ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ । ଏନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣେ ଯୁବକ । ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବାପରେ ସମ୍ପୃକ୍ତ ଯୁବକଙ୍କୁ ଆଇସୋଲେସନରେ ରଖାଯାଇଛି । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ଯୁବକଙ୍କଠାରୁ ଚିହ୍ନଟ ମଙ୍କିଫକ୍ସ ଭୂତାଣୁ  ପଶ୍ଚିମ ଆଫ୍ରିକ୍ରୀୟ କ୍ଲେଡ-୨ ବର୍ଗର । କ୍ଲେଡ-୨ ହୁ ଘୋଷିତ ହେଲଥ୍ ଏମର୍ଜେନ୍ସିଂର ତାଲିକାରେ ନାହିଁ । କ୍ଲେଡ-୧ ବର୍ଗର ଭୂତାଣୁକୁ ନେଇ ଚିନ୍ତା ପ୍ରକଟ କରିଛି ହୁ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe