କନକ ବ୍ୟୁରୋ : ଶେଷ ହେଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ୨୨,୦୭,୨୦୨୪ଠାରୁ ଆରମ୍ଭ ହୋଇ ଥିଲା । ଏଥିରେ ୨୫ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଥିଲା । ଏହି ଅଧିବେଶନ ସମୟରେ ୨୦୨୪-୨୫ ବର୍ଷର ଆର୍ଥିକ ବଜେଟ ଆସିଥିଲା । ଗୃହ କାର୍ଯ୍ୟକୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ ।
ସରିଲା ବିଧାନସଭାର ଅଧିବେଶନ; ଅନିର୍ଦ୍ଧିଷ୍ଟ କାଳ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି
ଗୃହ କାର୍ଯ୍ୟକୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ ।
/kanak/media/media_files/E61gevBJMBgu1VzJDWRj.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)