କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ଏହି ଅଧିକାରୀ ଜଣକ । ମାଛ ଯାଆଁଳା ସବ୍ସିଡି କରାଇଦେବାକୁ ସେ ଲାଞ୍ଚ ନେଉଥିଲେ । ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ସଦସ୍ୟାଙ୍କଠାରୁ ମାଛ ଯାଆଁଳା ସବସିଡି କରାଇଦେବା ପାଇଁ ଲାଞ୍ଚ ନେଉଥିଲେ । ଟଙ୍କା ନେବାବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ ।
ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ; ମାଛ ଯାଆଁଳା ସବ୍ସିଡି କରାଇଦେବାକୁ ନେଉଥିଲେ ଲାଞ୍ଚ
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ଏହି ଅଧିକାରୀ ଜଣକ ।
/kanak/media/media_files/2025/05/01/9mdR58Kd9oB1OHQCGxwW.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)