ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ; ମାଛ ଯାଆଁଳା ସବ୍‌ସିଡି କରାଇଦେବାକୁ ନେଉଥିଲେ ଲାଞ୍ଚ

Advertisment

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ଏହି ଅଧିକାରୀ ଜଣକ ।

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ଏହି ଅଧିକାରୀ ଜଣକ ।

Fishery Officer

Photograph: (KANAK NEWS)

କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ଏହି ଅଧିକାରୀ ଜଣକ । ମାଛ ଯାଆଁଳା ସବ୍‌ସିଡି କରାଇଦେବାକୁ ସେ ଲାଞ୍ଚ ନେଉଥିଲେ । ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ସଦସ୍ୟାଙ୍କଠାରୁ ମାଛ ଯାଆଁଳା ସବସିଡି କରାଇଦେବା ପାଇଁ ଲାଞ୍ଚ ନେଉଥିଲେ । ଟଙ୍କା ନେବାବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe