କନକ ବ୍ୟୁରୋ : ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର । ଭୁବନେଶ୍ବରର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ତେବେ ହସ୍ପିଟାଲ ଯାଇ ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି ବିରୋଧି ଦଳର ନେତା ନବୀନ ପଟ୍ଟନାୟକ । ବିଜେଡିର ଅନ୍ୟ ବରିଷ୍ଠ ନେତା ମଧ୍ୟ ଗୁରୁତର ସୁଶାନ୍ତଙ୍କୁ ଭେଟିଛନ୍ତି।
/kanak/media/media_files/2025/02/04/TvJuM4LMLwJwyjtqCk14.jpg)
/kanak/media/media_files/2025/02/04/k7F5sSvAFdmpFi6TKeo8.jpg)