କନକ ବ୍ୟୁରୋ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଦେହାନ୍ତ । ୧୦୦ ବର୍ଷ ବୟସରେ ଆଖିବୁଜିଲେ ପୂର୍ବତନ ରାଷ୍ଟ୍ରପତି । ଆମେରିକାର ୩୯ତମ ରାଷ୍ଟ୍ରପତି ଥିଲେ ଜିମି କାର୍ଟର । ୪ବର୍ଷ ରାଇଁ ୧୯୭୭ରୁ ୧୯୮୧ ପର୍ଯ୍ୟନ୍ତ ରାଷ୍ଟ୍ରପତି ଥିଲେ । ୨୦୦୨ରେ ନୋବେଲ ଶାନ୍ତି ପୁରସ୍କାରରେ ସମ୍ମାନିତ ହୋଇଥିଲେ ।
ପୂର୍ବତନ ରାଷ୍ଟ୍ରପତିଙ୍କ ଦେହାନ୍ତକୁ ନେଇ ଶୋକପ୍ରକାଶ କଲେ ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍ । ରାଷ୍ଟ୍ରପତି ଡୋଲାଲ୍ଡ ଟ୍ରମ୍ପ ଓ ବାରାକ ଓବାମା ବି ଶୋକପ୍ରକାଶ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2024/12/30/aDto0AW4VJMIFgSSej0s.jpg)