ଖାତାକୁ ଆସିଲା ‘ସୁଭଦ୍ରା’ ଚତୁର୍ଥ କିସ୍ତି : ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Advertisment

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଖାତାକୁ ଏହି ଟଙ୍କା ପଠାଇଛନ୍ତି

23

Photograph: (kanaknews)

କନକବ୍ୟୁରୋ : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଖାତାକୁ ଏହି ଟଙ୍କା ପଠାଇଛନ୍ତି ।

ଅଧିକ ପଢନ୍ତୁ.... କନ୍ଧମାଳରେ ପୁଣି କୁମାରୀ ମାତୃତ୍ବ : ଶିଶୁପୁତ୍ର ଜନ୍ମ ଦେଲେ ନବମ ଶ୍ରେଣୀ ଛାତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମିଳିଲା ସୁଭଦ୍ରା ଟଙ୍କା । ଗ୍ରିଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା । ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହେବ ସେମାନେ ଆବେଦନ କରିବେ । ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe