ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷ ମହିଳା ହେଲେଣି ଉପକୃତ

Advertisment

ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହସ୍ତାନ୍ତର କରାଯାଇଥିଲା

s6

କନକବ୍ୟୁରୋ : ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହସ୍ତାନ୍ତର କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ମୟୂରଭଞ୍ଜର ବାରିପଦାଠାରେ ପ୍ରଦାନ କରଯାଇଥିଲା ।

ତୃତୀୟ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟାୟ ସୁଭଦ୍ରା ପାଇଁ ଆବେଦନ କରିହେବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe