ପୁରୀ ବାଲିହରଚଣ୍ଡୀ ପୀଠ ନିକଟରେ ଗଣଦୁଷ୍କର୍ମ ଘଟଣା, ଆଜି ମୁଖ୍ୟ ଅଭିଯୁକ୍ତଙ୍କୁ କରାଯିବ କୋର୍ଟ ଚାଲାଣ

ଆନ୍ଧ୍ରରୁ ଗିରଫ ମୁଖ୍ୟ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ଗିରଫ ୩ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ।

12

କନକ ବ୍ୟୁରୋ :  ପୁରୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଆଜି ମୁଖ୍ୟ ଅଭିଯୁକ୍ତକୁ କରାଯିବ କୋର୍ଟ ଚାଲାଣ । ଆନ୍ଧ୍ରରୁ ଗିରଫ ମୁଖ୍ୟ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ଗିରଫ ୩ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ମୋଟ ଗିରଫ କରାଯାଇଛି । ରବିବାର ବାଲିହରଚଣ୍ଡୀ ନିକଟ ଜଙ୍ଗଲରେ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପରିବାର  ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ପରେ ଘଟଣାର ତଦନ୍ତ କରୁଛି ପୁରୀ ପୁଲିସ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe