ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ପ୍ରଜ୍ଞାନ ମିଶନ ପକ୍ଷରୁ ଗୀତା ଜ୍ଞାନଯଜ୍ଞ

Advertisment

ପ୍ରତ୍ୟହ ସନ୍ଧ୍ୟା ୫.୩୦ ରୁ ୬.୩୦ ପର୍ଯ୍ୟନ୍ତ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସଂନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ଗୀତା ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ପ୍ରତ୍ୟହ ସନ୍ଧ୍ୟା ୫.୩୦ ରୁ ୬.୩୦ ପର୍ଯ୍ୟନ୍ତ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସଂନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ଗୀତା ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

Pragyan Mission

କନକ ବ୍ୟୁରୋ : ଆସନ୍ତା ଜାନୁଆରୀ ୫ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଗୀତା ଜ୍ଞାନଯଜ୍ଞ ଉତ୍କଳ ମଣ୍ଡପ ଠାରେ ଅନୁଷ୍ଠିତ ହେବ । ଏହି ଗୀତା ଜ୍ଞାନଯଜ୍ଞରେ ଆନ୍ତର୍ଜାତୀୟ କ୍ରିୟାଯୋଗ ସଂସ୍ଥାର ଆଧ୍ୟାତ୍ମିକ ମୁଖ୍ୟ ଗୁରୁଜୀ ପରମହଂସ ପ୍ରଜ୍ଞାନାନନ୍ଦଜୀ ମହାରାଜ ଆଶୀର୍ବଚନ ପ୍ରଦାନ କରିବେ ।

ପ୍ରତ୍ୟହ ସନ୍ଧ୍ୟା ୫.୩୦ ରୁ ୬.୩୦ ପର୍ଯ୍ୟନ୍ତ ଭଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସଂନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ଗୀତା ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ୬ ତାରିଖ ସକାଳ ୮ଟାରେ ଜୟଦେବ ବିହାର ନିକଟସ୍ଥ ସତ୍ୟାନନ୍ଦ ଯୋଗ ବିଦ୍ୟାଳୟଠାରେ କ୍ରିୟାଯୋଗ ଦୀକ୍ଷା ଅନୁଷ୍ଠିତ ହେବ । ପ୍ରଜ୍ଞାନ ମିଶନର ସହ ସଂପାଦକ ସ୍ଵାମୀ ଅନିର୍ବାଣାନନ୍ଦ ଗିରି ନିକୋପାର୍କ ନିକଟସ୍ଥ "ଜୟ ଭାରତ ସମ୍ମିଳନୀ କକ୍ଷ"ରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe