ଅଗଷ୍ଟ ୨ରେ ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା

Advertisment

ପିଏମ କିସାନ ସମ୍ମାନ ନିଧି ଯୋଜନାରେ ପ୍ରତ୍ୟେକ ଚାଷୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଏହି କିସ୍ତି ଖରିଫ ରୁତୁ ମାଧ୍ୟମରେ ଆସୁଛି । ଯାହା କୃଷକମାନଙ୍କୁ ବିହନ, ସାର ଓ ଅନ୍ୟାନ୍ୟ କୃଷି ଉପକରଣ କିଣିବାରେ ସହାୟତା କରିବ ।

ପିଏମ କିସାନ ସମ୍ମାନ ନିଧି ଯୋଜନାରେ ପ୍ରତ୍ୟେକ ଚାଷୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଏହି କିସ୍ତି ଖରିଫ ରୁତୁ ମାଧ୍ୟମରେ ଆସୁଛି । ଯାହା କୃଷକମାନଙ୍କୁ ବିହନ, ସାର ଓ ଅନ୍ୟାନ୍ୟ କୃଷି ଉପକରଣ କିଣିବାରେ ସହାୟତା କରିବ ।

PM-KISAN Money

Photograph: (Kanak News)

କନକ ବ୍ୟୁରୋ : ଅଗଷ୍ଟ ୨ ତାରିଖରେ ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ଉତ୍ତରପ୍ରଦେଶର ବାରଣାସୀରୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୨୦ ତମ କିସ୍ତି ପ୍ରଦାନ କରିବେ । ଏହି କିସ୍ତି ମାଧ୍ୟମରେ ଦେଶର ୯.୭ କୋଟିରୁ ଅଧିକ ଯୋଗ୍ୟ କୃଷକଙ୍କ ବ୍ୟାଙ୍କ ଖାତାକୁ୨୦ ହଜାର ୫୦୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ଯିବ ।

ପିଏମ କିସାନ ସମ୍ମାନ ନିଧି ଯୋଜନାରେ ପ୍ରତ୍ୟେକ ଚାଷୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଏହି କିସ୍ତି ଖରିଫ ରୁତୁ ମାଧ୍ୟମରେ ଆସୁଛି । ଯାହା କୃଷକମାନଙ୍କୁ ବିହନ, ସାର ଓ ଅନ୍ୟାନ୍ୟ କୃଷି ଉପକରଣ କିଣିବାରେ ସହାୟତା କରିବ । ଏହି ଯୋଜନା ମାଧ୍ୟମରେ ସରକାର ଦେଶର କୃଷି କ୍ଷେତ୍ରରେ ଅର୍ଥନୈତିକ ସ୍ଥିରତା ଏବଂ କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe