ବଦଳିଲା ସ୍କୁଲ ୟୁନିଫର୍ମ ; ସବୁଜ ରଙ୍ଗ ବଦଳରେ ପିଲା ପିନ୍ଧିବେ ବାଦାମୀ ରଙ୍ଗର ୟୁନିଫର୍ମ

ବଦଳିଲା ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ । ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ଲାଗୁ ହେବ ।

uniform===

କନକ ବ୍ୟୁରୋ: ବଦଳିଲା ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ । ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ।ବଦଳିଲା ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ୟୁନିଫର୍ମ । ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ଏହା ଲାଗୁ ହେବ। ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ପାଇଁ ନୂଆ ଡିଜାଇନ୍ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ୍ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe