ଭଦ୍ରକ ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ । ୪ ଜଣ ଆହାତ, ଘଟଣାସ୍ଥଳରେ ୧୬୩ ଧାରା ଲାଗୁ

Advertisment

ଏହି ସମୟରେ ଗୁଡୁପୋଖରିରି ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦଆଯାଇଛି । ଘଟଣାସ୍ଥଳରେ ଧୁଷୁରୀ ଓ ଧାମନଗର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । 

ଏହି ସମୟରେ ଗୁଡୁପୋଖରିରି ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦଆଯାଇଛି । ଘଟଣାସ୍ଥଳରେ ଧୁଷୁରୀ ଓ ଧାମନଗର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । 

Zec^\

କନକ ବ୍ୟୁରୋ :  ଭଦ୍ରକ ଧୂଷୁରୀ ଥାନା ଗୁଡୁପୋଖରୀ ବଜାରରେ ଗୋଷ୍ଠୀ ସଂଘର୍ଷ ।  ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଆହତ ହୋଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ କଟକ ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପରିସ୍ଥିତିକୁ ନଜରରେ ରଖି ଘଟଣାସ୍ଥଳରେ ଭାରତୀୟ ନ୍ୟାୟ ସଂହିତାର ୧୬୩ ଧାରା ଲାଗୁ କରାଯାଇଛି । ୨୧ ତାରିଖ ସକାଳ ୧୦ ଯାଏ କର୍ଫ୍ୟୁ ବଳବତ୍ତର ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏହି ସମୟରେ ଗୁଡୁପୋଖରିରି ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦଆଯାଇଛି । ଘଟଣାସ୍ଥଳରେ ଧୁଷୁରୀ ଓ ଧାମନଗର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe