ଗଣେଷ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ଛୁରାମାଡ଼ରେ ଜଣେ ନାବାଳକ ମୃତ, ୫ ଆହତ

Advertisment

କଟକ ଖୁଣ୍ଟୁଣି ଥାନା ଅନ୍ତର୍ଗତ ଧୁରୁଷିଆ ଗାଁରେ ଗଣେଶ ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। କଥା କଟାକଟିରୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି। ଏବେ ବି ଗାଁରେ ଉତେଜନାମୂଳକ ପରିସ୍ଥିତି ଜାରି ରହିଛି। ଆଇନ ଶୃଙ୍ଖଳା ଦୃଷ୍ଟିରୁ ଧୁରୁଷିଆ ଗାଁରେ ୧ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସମଗ୍ର ଅଂଚଳ ଉପରେ କଡ଼ା ନଜର ରଖାଯାଇଛି।   

11ky

କନକ ବ୍ୟୁରୋ :  ଗଣେଶ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ। ଛୁରାମାଡ଼ରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ୪ ଜଣ ଗୁରୁତର ହୋଇଥିଲେ । ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି। ମୃତ ନାବାଳକ ଜଣଙ୍କ ସୂର୍ୟ୍ୟକାନ୍ତ ସାମଲ। କଟକ ଖୁଣ୍ଟୁଣି ଥାନା ଅନ୍ତର୍ଗତ ଧୁରୁଷିଆ ଗାଁରେ ଗଣେଶ ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। କଥା କଟାକଟିରୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି। ଏବେ ବି ଗାଁରେ ଉତେଜନାମୂଳକ ପରିସ୍ଥିତି ଜାରି ରହିଛି। ଆଇନ ଶୃଙ୍ଖଳା ଦୃଷ୍ଟିରୁ ଧୁରୁଷିଆ ଗାଁରେ ୧ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସମଗ୍ର ଅଂଚଳ ଉପରେ କଡ଼ା ନଜର ରଖାଯାଇଛି।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe