କନକ ବ୍ୟୁରୋ : ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ସରିଛି ଆଲୋଚନ ।
ବୃଦ୍ଧି ପାଉଥିବା ଗ୍ରୀଷ୍ମ ପ୍ରବାଳକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଉଛି । ମାର୍ଚ୍ଚ ଆରମ୍ଭ ରୁ ହିଁ ଅସହ୍ୟ ଗରମ ଅନୁଭୁତ ହେଲାଣି । ଏବେଠୁ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଦିନ ୯ଟାରୁ ମଧ୍ୟ ଟାଇଁ ଟାଇଁ ଖରା ହେଉଛି । ଯାହାଦ୍ବାରା ଘରୁ ବାହାରିବା ମୁସ୍କିଲ ହେଇପଡୁଛି । ତେଣୁ ସ୍କୁଲ ଏବଂ କଲେଜ୍ ପିଲାଙ୍କ ପାଇଁ ଗାଇଡ୍ ଲାଇନ୍ ଆଣିବାକୁ ଯାଉଛନ୍ତି ସରକାର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/03/03/j1Q3RuTveXqFy4YHKGPn.jpg)