କନକ ବ୍ୟୁରୋ : ଲଘୁଚାପ ପ୍ରଭାବରେ ଆଜି ବି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ଅଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ସହ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ଜାରି କରାଯାଇଛି ।
ଲଘୁଚାପ ପ୍ରଭାବରେ ଆଜି ବି ସାରା ରାଜ୍ୟରେ ବର୍ଷା : ୬ ଜିଲ୍ଲାରେ ପ୍ରବଳ କାଚିବ
ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ଅଛି ।
/kanak/media/media_files/2025/09/14/rain-2025-09-14-08-38-18.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/12/05/2024-12-05t085615664z-9834a11b-9015-4cfe-ae63-b20008d51374.jpg)