ଟ୍ୱିନ୍ ସିଟିକୁ ବର୍ଷା ଆଲର୍ଟ : ୩ ଘଣ୍ଟା କାଚିବ

Advertisment

ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି । ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

rain----

କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି । ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବ । ସେହିପରି କଟକରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତର ଆଶଙ୍କା ଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe