ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ଚେତାବନୀ: ଏହି ୪ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି

ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ଚେତାବନୀ । ରାଜ୍ୟର ୪ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି । ରାଜ୍ୟରେ ୪ ଜିଲ୍ଲାକୁ ବର୍ଷା ନେଇ ଚେତାବନୀ । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା ଓ ଜଗତସିଂହପୁରରେ ପ୍ରବଳ ବର୍ଷିବ ।

dfw

କନକ ବ୍ୟୁରୋ: ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ଚେତାବନୀ । ରାଜ୍ୟର ୪ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି । ରାଜ୍ୟରେ ୪ ଜିଲ୍ଲାକୁ ବର୍ଷା ନେଇ ଚେତାବନୀ । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା ଓ ଜଗତସିଂହପୁରରେ ପ୍ରବଳ ବର୍ଷିବ । ୩୦ରୁ ୪୦ କିମି ବେଗରେ ବହିପାରେ ପବନ । ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା । 

ଆରମ୍ଭ ହୋଇଗଲାଣି ବାତ୍ୟାର ପ୍ରଭାବ। ପାରାଦୀପରେ ଦେଖିବାକୁ ମିଳିଲାଣି ପ୍ରଭାବ। ବାତ୍ୟା ପ୍ରଭାବରେ ଆରମ୍ଭ ହୋଇଗଲାଣି ବର୍ଷା, ପବନ। ପାରାଦୀପ ଠାରୁ ପ୍ରାୟ ୫୦୦ କିମି ଦୂରରେ ରହିଛି ବାତ୍ୟା ଦାନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe